ମଧୁପାଟଣା ପ୍ରେସଛକଠାରେ ଆୟୋଜିତ ହରେକୃଷ୍ଣ ମହତାବଙ୍କ ୧୨୭ତମ ଜୟନ୍ତୀ ଜିଲ୍ଲାସ୍ତରୀୟ ସମାରୋହରେ ସୂର୍ଯ୍ୟବଂଶୀ ସୂରଜଙ୍କ ଯୋଗଦାନ
ଭୁବନେଶ୍ୱର, 21 ନଭେମ୍ବର (ହି.ସ.)- ଉତ୍କଳକେଶରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ୧୨୭ତମ ଜୟନ୍ତୀ ଉପଲକ୍ଷେ କଟକ ମଧୁପାଟଣା ପ୍ରେସଛକଠାରେ ଆୟୋଜିତ ଜିଲ୍ଲାସ୍ତରୀୟ ସମାରୋହରେ ଯୋଗଦେଇ ଏହି ମହାନ ଜନନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଗଭୀର ଶ୍ରଦ୍ଧାଞ୍ଜଳି ଜ୍
ଜୟନ୍ତୀ


ଭୁବନେଶ୍ୱର, 21 ନଭେମ୍ବର (ହି.ସ.)- ଉତ୍କଳକେଶରୀ

ଡକ୍ଟର ହରେକୃଷ୍ଣ ମହତାବଙ୍କ ୧୨୭ତମ ଜୟନ୍ତୀ ଉପଲକ୍ଷେ କଟକ ମଧୁପାଟଣା ପ୍ରେସଛକଠାରେ ଆୟୋଜିତ

ଜିଲ୍ଲାସ୍ତରୀୟ ସମାରୋହରେ ଯୋଗଦେଇ ଏହି ମହାନ ଜନନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ପୂର୍ବକ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ଏହି ଅବସରରେ ସେ କହିଛନ୍ତି ଯେ, ନବ ଓଡ଼ିଶା ଗଠନରେ

ତାଙ୍କର ଦୂରଦୃଷ୍ଟି ଓ ତ୍ୟାଗ ଆମ ସମସ୍ତଙ୍କ ପାଇଁ ସର୍ବଦା ପ୍ରେରଣାର ଉତ୍ସ ହୋଇ ରହିବ।

ଏହି

କାର୍ଯ୍ୟକ୍ରମରେ କଟକର ସାଂସଦ ଶ୍ରୀ ଭର୍ତ୍ତୃହରି ମହତାବ, ଏବଂ ବିଧାୟକଗଣଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତିବିଶେଷ ଉପସ୍ଥିତ

ଥିଲେ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande