ହରେକୃଷ୍ଣ ମହତାବ ଓ ସି.ଭି. ରମଣଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 21 ନଭେମ୍ବର (ହି.ସ.)- ହରେକୃଷ୍ଣ ମହତାବ ଓ ସି.ଭି. ରମଣଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଶାର ପୂର୍ବତନ ମ
ହରେକୃଷ୍ଣ ମହତାବ ଓ ସି.ଭି.     ରମଣଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 21 ନଭେମ୍ବର (ହି.ସ.)- ହରେକୃଷ୍ଣ

ମହତାବ ଓ ସି.ଭି. ରମଣଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

। ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସ୍ୱାଧୀନତା

ସଂଗ୍ରାମୀ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ‘ଉତ୍କଳ କେଶରୀ’ ଡଃ ହରେକୃଷ୍ଣ ମହତାବଙ୍କ

ଜୟନ୍ତୀରେ ଭକ୍ତିପୂତ ପ୍ରଣାମ।

ଅନ୍ୟ ଏକ ପୋଷ୍ଟରେ

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ବୈଜ୍ଞାନିକ ତଥା ନୋବେଲ ପୁରସ୍କାର ବିଜେତା, ଭାରତ ରତ୍ନ ସି.ଭି. ରମଣଙ୍କ ପୁଣ୍ୟତିଥିରେ ଭକ୍ତିପୂତ

ଶ୍ରଦ୍ଧାଞ୍ଜଳି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande