'ଉତ୍କଳ କେଶରୀ' ଡଃ ହରେକୃଷ୍ଣ ମହତାବଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ କେଭି ସିଂହଦେଓ
ଭୁବନେଶ୍ୱର, 21 ନଭେମ୍ବର (ହି.ସ.)- ''ଉତ୍କଳ କେଶରୀ'' ଡଃ ହରେକୃଷ୍ଣ ମହତାବଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେଭି ସିଂହଦେଓ କହିଛନ୍ତି ଯେ, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଶା
ହରେକୃଷ୍ଣ ମହତାବ


ଭୁବନେଶ୍ୱର, 21 ନଭେମ୍ବର (ହି.ସ.)- 'ଉତ୍କଳ କେଶରୀ' ଡଃ ହରେକୃଷ୍ଣ ମହତାବଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି

ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେଭି ସିଂହଦେଓ କହିଛନ୍ତି

ଯେ, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜନନାୟକ 'ଉତ୍କଳ କେଶରୀ' ଡଃ ହରେକୃଷ୍ଣ ମହତାବଙ୍କ ଜନ୍ମ ଜୟନ୍ତୀ ଅବସରରେ ତାଙ୍କ ଅମର ଆତ୍ମା

ନିକଟରେ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଅଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande