ପବିତ୍ର ତୁଳସୀ ବିବାହର ଶୁଭେଚ୍ଛା ଜଣାଇଲେ ସୂର୍ଯ୍ୟବଂଶୀ
ଭୁବନେଶ୍ୱର, 21 ନଭେମ୍ବର (ହି.ସ.)- ପବିତ୍ର ତୁଳସୀ ବିବାହର ଶୁଭେଚ୍ଛା ଜଣାଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ଏହି ଅବସରରେ ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ପବିତ୍ର ତୁଳସୀ ବିବାହ ଉପଲକ୍ଷେ ସମସ୍ତ ରାଜ୍ୟବାସୀଙ୍କୁ ହ
ତୁଳସୀ ବିବାହ


ଭୁବନେଶ୍ୱର, 21 ନଭେମ୍ବର (ହି.ସ.)- ପବିତ୍ର ତୁଳସୀ

ବିବାହର ଶୁଭେଚ୍ଛା ଜଣାଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ଏହି ଅବସରରେ ଏକ୍ସ

ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ପବିତ୍ର ତୁଳସୀ ବିବାହ ଉପଲକ୍ଷେ

ସମସ୍ତ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ଭଗବାନ ବିଷ୍ଣୁ ଓ ମାତା ତୁଳସୀଙ୍କ

ଏହି ଦିବ୍ୟ ମିଳନର ପବିତ୍ର ଅବସରରେ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି, ସମୃଦ୍ଧି

ଓ ଉତ୍ତମ ସ୍ୱାସ୍ଥ୍ୟ ଭରିଯାଉ, ଏହା ହିଁ କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande