ଭୁବନେଶ୍ଵର, ଗୋପାଳପୁର ଓ ଝାରସୁଗୁଡ଼ାରେ ଘନ କୁହୁଡ଼ି, କେନ୍ଦୁଝରରେ ହାଲୁକା କୁହୁଡ଼ି ଦୃଶ୍ୟମାନ
ଭୁବନେଶ୍ଵର, ୨୨ ନଭେମ୍ବର (ହି.ସ.)- ରବିବାର ଭୋର୍ ତଥା ସକାଳ ସମୟରେ ରାଜ୍ୟର ରାଜଧାନୀ ଭୁବନେଶ୍ୱର, ଗୋପାଳପୁର ଓ ଝାରସୁଗୁଡ଼ାରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିଛି । ଅନୁରୂପ ଭାବେ କେନ୍ଦୁଝରରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି । ଯ
ଭୁବନେଶ୍ଵର, ଗୋପାଳପୁର ଓ ଝାରସୁଗୁଡ଼ାରେ ଘନ କୁହୁଡ଼ି, କେନ୍ଦୁଝରରେ ହାଲୁକା କୁହୁଡ଼ି ଦୃଶ୍ୟମାନ


ଭୁବନେଶ୍ଵର, ୨୨ ନଭେମ୍ବର (ହି.ସ.)- ରବିବାର ଭୋର୍ ତଥା ସକାଳ ସମୟରେ ରାଜ୍ୟର ରାଜଧାନୀ ଭୁବନେଶ୍ୱର, ଗୋପାଳପୁର ଓ ଝାରସୁଗୁଡ଼ାରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିଛି ।

ଅନୁରୂପ ଭାବେ କେନ୍ଦୁଝରରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦୦ ମିଟରରୁ ୧୦୦୦ ମିଟର ମଧ୍ୟରେ ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande