ଘନ କୁହୁଡ଼ି ସମ୍ଭାବନା ନେଇ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଜିଲ୍ଲାକୁ ଆଗାମୀ ୨୪ ଘଂଟା ପାଇଁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ଵର, ୨୨ ନଭେମ୍ବର (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ଘନ କୁହୁଡ଼ି ଦେଖାଦେବାର ସମ୍ଭାବନା ନେଇ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଭୁବନେଶ୍ଵର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ଵିଟ୍ ରୁ ଏହି
ଘନ କୁହୁଡ଼ି ସମ୍ଭାବନା ନେଇ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଜିଲ୍ଲାକୁ ଆଗାମୀ ୨୪ ଘଂଟା ପାଇଁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ଵର, ୨୨ ନଭେମ୍ବର (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ଘନ କୁହୁଡ଼ି ଦେଖାଦେବାର ସମ୍ଭାବନା ନେଇ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଭୁବନେଶ୍ଵର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande