ସମ୍ବଲପୁରର ବିଶିଷ୍ଟ ଶିକ୍ଷାବିତ୍ ତଥା ନାଟ୍ୟକାର ଶୈଳେଶ ପଟ୍ଟନାୟକଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ସାଂସଦ ପ୍ରଧାନ
ଭୁବନେଶ୍ୱର, 22 ନଭେମ୍ବର (ହି.ସ.) ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ ବିଶିଷ୍ଟ ଶିକ୍ଷାବିତ୍ ତଥା ନାଟ୍ୟକାର ଶୈଳେଶ ପଟ୍ଟନାୟକଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି । ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ସମ୍ବଲପୁରର ବିଶିଷ୍ଟ ଶିକ୍ଷାବିତ୍ ତଥା ନାଟ୍ୟକାର ଶୈଳେଶ ପଟ୍ଟନାୟକଙ୍କ ବିୟୋଗ ଖବର
ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 22 ନଭେମ୍ବର (ହି.ସ.) ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ ବିଶିଷ୍ଟ ଶିକ୍ଷାବିତ୍ ତଥା ନାଟ୍ୟକାର ଶୈଳେଶ ପଟ୍ଟନାୟକଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ସମ୍ବଲପୁରର ବିଶିଷ୍ଟ ଶିକ୍ଷାବିତ୍ ତଥା ନାଟ୍ୟକାର ଶୈଳେଶ ପଟ୍ଟନାୟକଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଶିକ୍ଷା, ସାହିତ୍ୟ ଓ କଳା କ୍ଷେତ୍ରରେ ତାଙ୍କର ଯୋଗଦାନ ଚିର ସ୍ମରଣୀୟ ହୋଇରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।

----------

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande