
ଭୁବନେଶ୍ୱର, 22 ନଭେମ୍ବର (ହି.ସ.)- ଝଲକାରୀ ବାଇଙ୍କ ଜୟନ୍ତୀରେ ତାଙ୍କୁ ପ୍ରଣାମ କରିଛନ୍ତି
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱାଧୀନତା ସଂଗ୍ରାମର ଅନନ୍ୟ ବୀରାଙ୍ଗନା ଝଲକାରୀ ବାଇଙ୍କ
ଜୟନ୍ତୀରେ ଭକ୍ତିପୂତ ପ୍ରଣାମ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା