ରାଜସ୍ଥାନର କୋଟାରେ ସଡ଼କ ଦୁର୍ଘଟଣାକୁ ନେଇ ରାଜ୍ୟପାଳଙ୍କ ଶୋକ ପ୍ରକାଶ
ଭୁବନେଶ୍ୱର, 22 ନଭେମ୍ବର (ହି.ସ.)- ରାଜସ୍ଥାନର କୋଟାଠାରେ ଘଟିଥିବା ଦୁଃଖଦ ସଡ଼କ ଦୁର୍ଘଟଣାକୁ ନେଇ ଗଭୀର ଶୋକ ପ୍ରକାଶ କରିଛନ୍ତି ରାଜ୍ୟପାଳ ବ୍ରଜମୋହନ ରାମ। ଏହି ଦୁର୍ଘଟଣାରେ ଜୀବନ ହରାଇଥିବା ଲୋକଙ୍କ ପ୍ରତି ସେ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଆହତମାନଙ୍କ ଶୀଘ୍ର ଆରୋଗ୍ୟ
ରାଜସ୍ଥାନର କୋଟାରେ ସଡ଼କ ଦୁର୍ଘଟଣାକୁ ନେଇ ରାଜ୍ୟପାଳଙ୍କ ଶୋକ     ପ୍ରକାଶ


ଭୁବନେଶ୍ୱର, 22 ନଭେମ୍ବର (ହି.ସ.)- ରାଜସ୍ଥାନର କୋଟାଠାରେ ଘଟିଥିବା ଦୁଃଖଦ ସଡ଼କ

ଦୁର୍ଘଟଣାକୁ ନେଇ ଗଭୀର ଶୋକ ପ୍ରକାଶ କରିଛନ୍ତି ରାଜ୍ୟପାଳ ବ୍ରଜମୋହନ ରାମ। ଏହି ଦୁର୍ଘଟଣାରେ

ଜୀବନ ହରାଇଥିବା ଲୋକଙ୍କ ପ୍ରତି ସେ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଆହତମାନଙ୍କ ଶୀଘ୍ର ଆରୋଗ୍ୟ

କାମନା କରିଛନ୍ତି।

ଏକ ଶୋକବାର୍ତ୍ତାରେ ସେ ମୃତକଙ୍କ ଆତ୍ମାର ସଦ୍ଗତି କାମନା କରିବା ସହ

ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି। ଏଥିସହ ଆହତମାନେ ଶୀଘ୍ର

ସୁସ୍ଥ ହୋଇଉଠନ୍ତୁ ବୋଲି ସେ ପ୍ରାର୍ଥନା କରିଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande