
ପୁରୀ, ୨୨ ନଭେମ୍ବର (ହି.ସ.)- ଚଳିତ ମାସ ୨୩ ତାରିଖରେ କୃଷ୍ଣ ପ୍ରସାଦ ବ୍ଲକ ସମ୍ମିଳନୀ ଗୃହରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ସେହିପରି ୩୦ ତାରିଖରେ ବ୍ରହ୍ମଗିରି ବ୍ଲକ ସମ୍ମିଳନୀ ଗୃହରେ ପୂର୍ବାହ୍ନ ୧୦ଟାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ବୋଲି ଜିଲ୍ଲା ଅଭିଯୋଗ ପ୍ରକୋଷ୍ଠ ଅଧିକାରୀ ବିବେକାନନ୍ଦ ସାହୁ ସୂଚନା ଦେଇଛନ୍ତି।
ହିନ୍ଦୁସ୍ଥାନ ସମାଚାର / ବିଜୟ