
ଭୁବନେଶ୍ୱର, 22 ନଭେମ୍ବର (ହି.ସ.)- ଝଲକାରୀ
ବାଈଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ
ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ବୀରତା, ସାହସ ଓ ଅଦମ୍ୟ
ଦେଶପ୍ରେମର ପ୍ରତୀକ ବୀରାଙ୍ଗନା ଝଲକାରୀ ବାଈଙ୍କ ଜୟନ୍ତୀରେ କୋଟି କୋଟି ପ୍ରଣାମ ଜଣାଉଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା