
ଭୁବନେଶ୍ୱର, 23 ନଭେମ୍ବର (ହି.ସ.)- କବି ବୀରକିଶୋର
ଦାସଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ
ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସ୍ୱାଧୀନତା
ସଂଗ୍ରାମୀ ତଥା ଜାତୀୟତାବାଦୀ କବି ବୀରକିଶୋର ଦାସଙ୍କ ଜୟନ୍ତୀରେ ଭକ୍ତିପୂତ ପ୍ରଣାମ । ଦେଶପ୍ରେମ, ସାହିତ୍ୟ ସାଧନା ଓ ସମାଜ ପ୍ରତି ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ
ହୋଇ ରହିବ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା