
ଭୁବନେଶ୍ୱର, 23 ନଭେମ୍ବର (ହି.ସ.)- ପବିତ୍ର ବଡ଼
ଓଷାର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି
ଯେ, ପବିତ୍ର ବଡ଼ ଓଷା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ପ୍ରଭୁ ବାବା
ଧବଳେଶ୍ୱରଙ୍କ କୃପାରୁ ସମସ୍ତଙ୍କ ଜୀବନ ସୁଖ, ଶାନ୍ତି ଓ ମଙ୍ଗଳମୟ ହେଉ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା