
ଭୁବନେଶ୍ୱର, 23 ନଭେମ୍ବର (ହି.ସ.)- ନବକୃଷ୍ଣ
ଚୌଧୁରୀଙ୍କ ଜୟନ୍ତୀରେ ତାଙ୍କୁ ପ୍ରଣାମ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି
ଅବସରରେ ଏକ୍ସ ହ୍ୟାଣ୍ଡେଲରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ଯେ, ଓଡ଼ିଶାର ପୂର୍ବତନ
ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ଜୟନ୍ତୀରେ ଭକ୍ତିପୂତ ପ୍ରଣାମ । ସରଳ ଜୀବନ, ନିଷ୍ଠାପର ଜନସେବା ଓ ସମାଜର ଉନ୍ନତି ପାଇଁ ତାଙ୍କର ଅବଦାନ ସର୍ବଦା
ସ୍ମରଣୀୟ ହୋଇ ରହିବ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା