ପବିତ୍ର ବଡ ଓଷାର ଶୁଭେଚ୍ଛା ଜଣାଇଲେ ଦୁଇ ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 23 ନଭେମ୍ବର (ହି.ସ.)- ପବିତ୍ର ବଡଓଷାର ଶୁଭେଚ୍ଛା ଜଣାଇଛନ୍ତି ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହେଦଓ ଓ ପ୍ରଭାତି ପରିଡା । ଏହି ଅବସରରେ ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ପବିତ୍ର ବଡଓଷା ଉପଲକ୍
ବଡ ଓଷା


ଭୁବନେଶ୍ୱର, 23 ନଭେମ୍ବର (ହି.ସ.)- ପବିତ୍ର ବଡଓଷାର

ଶୁଭେଚ୍ଛା ଜଣାଇଛନ୍ତି ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହେଦଓ ଓ ପ୍ରଭାତି ପରିଡା । ଏହି

ଅବସରରେ ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ପବିତ୍ର

ବଡଓଷା ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ଦେବ ଦେବ ମହାଦେବ ଙ୍କ

କୃପାରୁ ସମସ୍ତଙ୍କ ଜୀବନ ସୁଖ ଶାନ୍ତି ଓ ସମୃଦ୍ଧି ରେ ପରିପୂର୍ଣ୍ଣ ହୋଇଯାଉ।

ଉପମୁଖ୍ୟମନ୍ତ୍ରୀ ପ୍ରଭାତି

ପରିଡା ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି କହିଛନ୍ତି ଯେ, ପବିତ୍ର ବଡ଼ ଓଷା ଅବସରରେ

ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande