ଅର୍ଜୁନ ମୁଣ୍ଡାଙ୍କ ମାତୃ ବିୟୋଗରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ ପ୍ରକାଶ
ଭୁବନେଶ୍ୱର, 23 ନଭେମ୍ବର (ହି.ସ.)- ଅର୍ଜୁନ ମୁଣ୍ଡାଙ୍କ ମାତୃ ବିୟୋଗରେ ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ଧର୍ମେନ୍ଦ୍ର ପ୍ରଧାନ ଏକ ବାର୍ତ୍ତା ଜାରି କରି କହିଛନ୍ତି ଯେ, ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା
ଅର୍ଜୁନ ମୁଣ୍ଡାଙ୍କ ମାତୃ     ବିୟୋଗରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ ପ୍ରକାଶ


ଭୁବନେଶ୍ୱର, 23 ନଭେମ୍ବର (ହି.ସ.)- ଅର୍ଜୁନ

ମୁଣ୍ଡାଙ୍କ ମାତୃ ବିୟୋଗରେ ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି । ଏନେଇ

ସୋସିଆଲ ମିଡିଆ ଏକ୍ସରେ ଧର୍ମେନ୍ଦ୍ର ପ୍ରଧାନ ଏକ ବାର୍ତ୍ତା ଜାରି କରି କହିଛନ୍ତି ଯେ, ଝାଡ଼ଖଣ୍ଡର

ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ଶ୍ରୀ ଅର୍ଜୁନ ମୁଣ୍ଡା ଜୀଙ୍କର ପୂଜ୍ୟ

ମାତା ଶ୍ରୀମତୀ ସାୟରା ମୁଣ୍ଡା ଜୀଙ୍କ ବିୟୋଗ ଅତ୍ୟନ୍ତ ଦୁଃଖଦାୟକ। ଏହି ଦୁଃଖଦ ସମୟରେ ଶ୍ରୀ

ଅର୍ଜୁନ ମୁଣ୍ଡା ଜୀ ଏବଂ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଉଛି। ପରମେଶ୍ୱର

ଦିବଙ୍ଗତ ଆତ୍ମାଙ୍କୁ ନିଜ ଶ୍ରୀଚରଣରେ ସ୍ଥାନ ଦେବା ସହ ଶୋକସନ୍ତପ୍ତ ପରିବାରକୁ ଏହି ଅପୂରଣୀୟ

କ୍ଷତି ସହିବା ପାଇଁ ଧୈର୍ଯ୍ୟ ଓ ଶକ୍ତି ପ୍ରଦାନ କରନ୍ତୁ। ଓଁ ଶାନ୍ତି!

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande