
ଭୁବନେଶ୍ୱର, 23 ନଭେମ୍ବର (ହି.ସ.)- ଓମ୍
ବିର୍ଲାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସାଂସଦ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ
ମିଡିଆ ଏକ୍ସରେ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ଲୋକସଭା ବାଚସ୍ପତି ଶ୍ରୀ ଓମ୍ ବିର୍ଲା
ଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ମା' ସମଲେଶ୍ୱରୀଙ୍କ
ନିକଟରେ ଆପଣଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ଦୀର୍ଘାୟୁ କାମନା କରୁଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା