ସ୍ୱାଧୀନତା ସଂଗ୍ରାମୀ ନବକୃଷ୍ଣ ଚୌଧୁରୀଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ରାଜ୍ୟପାଳ
ଭୁବନେଶ୍ୱର, 23 ନଭେମ୍ବର (ହି.ସ.)- ସ୍ୱାଧୀନତା ସଂଗ୍ରାମୀ ନବକୃଷ୍ଣ ଚୌଧୁରୀଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ରାଜ୍ୟପାଳ ଶ୍ରୀ ବ୍ରଜମୋହନ ରାମ । ଏହି ଅବସରରେ ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ରାଜ୍ୟପାଳ କହିଛନ୍ତି ଯେ, ବିଶିଷ୍ଟ ସ୍ୱାଧୀନତ
ନବକୃଷ୍ଣ


ଭୁବନେଶ୍ୱର, 23 ନଭେମ୍ବର (ହି.ସ.)- ସ୍ୱାଧୀନତା ସଂଗ୍ରାମୀ ନବକୃଷ୍ଣ ଚୌଧୁରୀଙ୍କ ଜୟନ୍ତୀରେ

ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ରାଜ୍ୟପାଳ ଶ୍ରୀ ବ୍ରଜମୋହନ ରାମ । ଏହି ଅବସରରେ

ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ରାଜ୍ୟପାଳ କହିଛନ୍ତି ଯେ, ବିଶିଷ୍ଟ ସ୍ୱାଧୀନତା

ସଂଗ୍ରାମୀ ନବକୃଷ୍ଣ ଚୌଧୁରୀଙ୍କ ଜୟନ୍ତୀରେ ବିନମ୍ର ଶ୍ରଦ୍ଧାଞ୍ଜଳି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande