ପବିତ୍ର ବଡ଼ ଓଷାର ଶୁଭକାମନା ଜଣାଇଲେ ରାଜ୍ୟପାଳ
ଭୁବନେଶ୍ୱର, 23 ନଭେମ୍ବର (ହି.ସ.)- ପବିତ୍ର ବଡ଼ ଓଷାର ଶୁଭକାମନା ଜଣାଇଛନ୍ତି ରାଜ୍ୟପାଳ ଶ୍ରୀ ବ୍ରଜମୋହନ ରାମ । ଏହି ଅବସରରେ ରାଜ୍ୟପାଳ କହିଛନ୍ତି ଯେ, ପବିତ୍ର ବଡ଼ ଓଷା ଅବସରରେ ସମସ୍ତ ଓଡ଼ିଶାବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା। ବାବା ଧବଳେଶ୍ୱରଙ୍କ କୃପାରୁ ସମସ୍ତ
ବଡ଼ ଓଷା


ଭୁବନେଶ୍ୱର, 23 ନଭେମ୍ବର (ହି.ସ.)- ପବିତ୍ର ବଡ଼

ଓଷାର ଶୁଭକାମନା ଜଣାଇଛନ୍ତି ରାଜ୍ୟପାଳ ଶ୍ରୀ ବ୍ରଜମୋହନ ରାମ । ଏହି ଅବସରରେ ରାଜ୍ୟପାଳ

କହିଛନ୍ତି ଯେ, ପବିତ୍ର ବଡ଼ ଓଷା ଅବସରରେ ସମସ୍ତ ଓଡ଼ିଶାବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା।

ବାବା ଧବଳେଶ୍ୱରଙ୍କ କୃପାରୁ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଭରିଯାଉ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande