
ଭୁବନେଶ୍ୱର, 23 ନଭେମ୍ବର (ହି.ସ.)- ସ୍ଵାଧୀନତା
ସଂଗ୍ରାମୀ ନବକୃଷ୍ଣ ଚୌଧୁରୀଙ୍କ ଜୟନ୍ତୀରେ ତାଙ୍କ ସ୍ମୃତିଚାରଣ କରିଛନ୍ତି ଯେ,
ଉପମୁଖ୍ୟମନ୍ତ୍ରୀ କେଭି ସିଂହେଦଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କନକ ବର୍ଦ୍ଧନ ସିଂହଦେଓ
କହିଛନ୍ତି ଯେ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ମହାନ୍ ସ୍ଵାଧୀନତା ସଂଗ୍ରାମୀ ନବକୃଷ୍ଣ
ଚୌଧୁରୀଙ୍କ ଜୟନ୍ତୀ ଅବସରରେ ତାଙ୍କ ଅମର ଆତ୍ମା ନିକଟରେ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ
କରୁଅଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା