ନବକୃଷ୍ଣ ଚୌଧୁରୀଙ୍କ ଜୟନ୍ତୀରେ ତାଙ୍କ ସ୍ମରଣ କଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 23 ନଭେମ୍ବର (ହି.ସ.)- ନବକୃଷ୍ଣ ଚୌଧୁରୀଙ୍କ ଜୟନ୍ତୀରେ ତାଙ୍କ ସ୍ମରଣ କଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ଜୟନ୍ତୀରେ ଭକ୍ତିପୂର
ନବକୃଷ୍ଣ


ଭୁବନେଶ୍ୱର, 23 ନଭେମ୍ବର (ହି.ସ.)- ନବକୃଷ୍ଣ

ଚୌଧୁରୀଙ୍କ ଜୟନ୍ତୀରେ ତାଙ୍କ ସ୍ମରଣ କଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ

ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ

ଚୌଧୁରୀଙ୍କ ଜୟନ୍ତୀରେ ଭକ୍ତିପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି। ସ୍ୱାଧୀନତା ପରବର୍ତ୍ତୀ ଓଡ଼ିଶାର

ନବଗଠନରେ ତାଙ୍କର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଥିଲା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande