ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ଜୟନ୍ତୀରେ ତାଙ୍କ ସ୍ମରଣ କଲେ ବିରୋଧୀ ଦଳ ନେତା
ଭୁବନେଶ୍ୱର, 23 ନଭେମ୍ବର (ହି.ସ.)- ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ଜୟନ୍ତୀରେ ତାଙ୍କ ସ୍ମୃତିଚାରଣ କରିଛନ୍ତି ବିରୋଧୀ ଦଳ ନେତା । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ
ନବକୃଷ୍ଣ


ଭୁବନେଶ୍ୱର, 23 ନଭେମ୍ବର (ହି.ସ.)- ପୂର୍ବତନ

ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ଜୟନ୍ତୀରେ ତାଙ୍କ ସ୍ମୃତିଚାରଣ କରିଛନ୍ତି ବିରୋଧୀ ଦଳ

ନେତା । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ

ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ଜୟନ୍ତୀ ଅବସରରେ ତାଙ୍କ ପ୍ରତି

ମୋର ଗଭୀର ଶ୍ରଦ୍ଧାଞ୍ଜଳି। ଦେଶର ସ୍ୱାଧୀନତା ସଂଗ୍ରାମ, ଜନକଲ୍ୟାଣ ତଥା ଓଡ଼ିଆ ଭାଷା

ଓ ସାହିତ୍ୟର ପ୍ରସାର ଓ ପ୍ରଚାର କ୍ଷେତ୍ରରେ ତାଙ୍କର ଅବଦାନ ଚିରସ୍ମରଣୀୟ ହୋଇ ରହିବ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande