
ଭୁବନେଶ୍ୱର, ୨୪ ନଭେମ୍ବର (ହି.ସ.) - ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଂଚିବା ପରେ ରାଜ୍ୟପାଳ ଶ୍ରୀ ବ୍ରଜମୋହନ ରାମ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସାଦର ସ୍ୱାଗତ ଜଣାଇଛନ୍ତି।
ଏହି ଗସ୍ତ ଅବସରରେ ରାଷ୍ଟ୍ରପତି ଐତିହାସିକ କଟକ ବାଲିଯାତ୍ରାର ଶୁଭ ଉଦ୍ଘାଟନ କରିବା ସହ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ଯୋଗଦେବେ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା