ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଦୁଇଟି ସ୍ଥାନରେ ହାଲୁକା ବର୍ଷା : ପୁରୀ ଜିଲ୍ଲାର କୃଷ୍ଣପ୍ରସାଦରେ ସର୍ବାଧିକ ୩.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୨୪ ନଭେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇଛି । ପୁରୀ ଜିଲ୍ଲାର କୃଷ୍ଣପ୍ରସାଦରେ ସର୍ବାଧିକ ୩.୦ ମି.ମି. ବର୍ଷା ରେକର୍ଡ଼ ହୋଇଥିବା ବେଳେ ଗଜପତି ଜିଲ୍ଲାର ନୂଆଗଡ଼ରେ ୧.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞ
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଦୁଇଟି ସ୍ଥାନରେ ହାଲୁକା ବର୍ଷା : ପୁରୀ ଜିଲ୍ଲାର କୃଷ୍ଣପ୍ରସାଦରେ ସର୍ବାଧିକ ୩.୦ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୨୪ ନଭେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇଛି । ପୁରୀ ଜିଲ୍ଲାର କୃଷ୍ଣପ୍ରସାଦରେ ସର୍ବାଧିକ ୩.୦ ମି.ମି. ବର୍ଷା ରେକର୍ଡ଼ ହୋଇଥିବା ବେଳେ ଗଜପତି ଜିଲ୍ଲାର ନୂଆଗଡ଼ରେ ୧.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande