କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା
ଭୁବନେଶ୍ୱର, ୨୪ ନଭେମ୍ବର (ହି.ସ.) : ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ସୋସିଆଲ ମିଡିଆରେ ଏକ ବାର୍ତ୍ତା ଜରିଆରେ ମୁଖ୍ୟମନ୍ତ୍ରୀ ଓଡ଼ିଶାର ପା
କାର୍ତ୍ତିକ ପୂର୍ଣ୍ଣିମା


ଭୁବନେଶ୍ୱର, ୨୪ ନଭେମ୍ବର (ହି.ସ.) : ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ

ବନ୍ଦାଣ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ

ଅଭିନନ୍ଦନ ଜଣାଇଛନ୍ତି।

ସୋସିଆଲ ମିଡିଆରେ ଏକ ବାର୍ତ୍ତା ଜରିଆରେ ମୁଖ୍ୟମନ୍ତ୍ରୀ ଓଡ଼ିଶାର

ପାରମ୍ପରିକ ଲୋକଗୀତ “ଆ କା ମା ବୈ, ପାନ ଗୁଆ ଥୋଇ, ପାନ ଗୁଆ ତୋର, ମାସକ ଧରମ ମୋର”କୁ ସ୍ମରଣ କରିଛନ୍ତି। ଏହା ସହିତ ଓଡ଼ିଶାର ଗୌରବମୟ

ନୌବାଣିଜ୍ୟ ପରମ୍ପରା ଓ ସମୃଦ୍ଧ ଐତିହ୍ୟକୁ ମନେ ପକାଇ ଏକ ସମୃଦ୍ଧ ଓ ବିକଶିତ ଓଡ଼ିଶା ଗଠନ

ଦିଗରେ ସାମୂହିକ ସଂକଳ୍ପକୁ ଆହୁରି ଦୃଢ଼ କରିବାକୁ ସେ ଆହ୍ୱାନ ଦେଇଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande