ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣର ଶୁଭେଚ୍ଛା ଜଣାଇଲେ ଦୁଇ ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 24 ନଭେମ୍ବର (ହି.ସ.)- ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣର ଶୁଭେଚ୍ଛା ଜଣାଇଛନ୍ତି ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ଆ କା ମା ବୈ, ପାନ ଗୁ
କାର୍ତ୍ତିକ ପୂର୍ଣ୍ଣିମା


ଭୁବନେଶ୍ୱର, 24 ନଭେମ୍ବର (ହି.ସ.)- ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣର

ଶୁଭେଚ୍ଛା ଜଣାଇଛନ୍ତି ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତି ପରିଡା ।

ଏନେଇ ସୋସିଆଲ ମିଡିଆ ଏକ୍ସରେ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି

ଯେ, ଆ କା ମା ବୈ, ପାନ ଗୁଆ ଥୋଇ- ପାନ

ଗୁଆ ତୋର, ମାସକ ଧରମ ମୋର ।

ସମସ୍ତଙ୍କୁ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣର

ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ଆମ ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଆମକୁ ସାହସ ଓ ଆଗକୁ

ବଢ଼ିବାର ପ୍ରେରଣା ଦିଏ। ଏହି ପବିତ୍ର ଅବସରରେ ଓଡ଼ିଶାର ଉନ୍ନତି ଓ ସମୃଦ୍ଧି କାମନା କରୁଛି।

ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା କହିଛନ୍ତି ଯେ, ପବିତ୍ର

କାର୍ତ୍ତିକ ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଲେ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାର ଶୁଭ ଅବସରରେ

ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande