
ଭୁବନେଶ୍ୱର, 24 ନଭେମ୍ବର (ହି.ସ.)- ଦେବ ଦୀପାବଳୀର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ
କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ପବିତ୍ର
ଦେବ ଦୀପାବଳୀ ଉପଲକ୍ଷେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା । ଏହି ଶୁଭ ଅବସରରେ
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦିବ୍ୟ କୃପା ସମସ୍ତଙ୍କ ଜୀବନକୁ ସୁଖ, ଶାନ୍ତି ଏବଂ
ସମୃଦ୍ଧିରେ ଭରି ଦିଅନ୍ତୁ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା