ବିଜେପି ପାର୍ଟି ଅଫିସରେ ଜନଜାତୀୟ ସଙ୍କୁଳ ବିକାଶ ପରିଯୋଜନା ବୈଠକ ଅନୁଷ୍ଠିତ
ଭୁବନେଶ୍ୱର, 25 ନଭେମ୍ବର (ହି.ସ.)- ଭାରତୀୟ ଜନତା ପାର୍ଟି ଓଡ଼ିଶା ପ୍ରଦେଶର ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ୱର ସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ଜନଜାତୀୟ ସଙ୍କୁଳ ବିକାଶ ପରିଯୋଜନା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବିଭିନ୍ନ
ବୈଠକ


ଭୁବନେଶ୍ୱର, 25 ନଭେମ୍ବର (ହି.ସ.)- ଭାରତୀୟ ଜନତା ପାର୍ଟି ଓଡ଼ିଶା ପ୍ରଦେଶର ରାଜ୍ୟ ସଭାପତି

ଶ୍ରୀ ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ୱର ସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ

ଜନଜାତୀୟ ସଙ୍କୁଳ ବିକାଶ ପରିଯୋଜନା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବିଭିନ୍ନ ସାଂସଦ

ଓ ବିଧାୟକମାନେ ଯୋଗ ଦେଇଥିଲେ। ବିଜେପି ରାଷ୍ଟ୍ରୀୟ ସଂଗଠକ ଶ୍ରୀ ଭି.ସତୀଶ, ରାଜ୍ୟ ସାଧାରଣ

ସମ୍ପାଦକ (ସଂଗଠନ) ଶ୍ରୀ ମାନସ କୁମାର ମହାନ୍ତିଙ୍କ ଉପସ୍ଥିତ ରହି ଆଗାମୀ ଯୋଜନା ଓ

କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା ଓ ଆଲୋଚନା କରିଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande