ରାଉରକେଲା ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟରେ ସମ୍ବିଧାନ ଦିବସ କାର୍ଯ୍ୟକ୍ରମରେ ଜୁଏଲ
ଭୁବନେଶ୍ୱର, ୨୫ ନଭେମ୍ବର (ହି.ସ.) - ସମ୍ବିଧାନ ଦିବସ ଅବସରରେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ବୁଧବାର ରାଉରକେଲା ସ୍ଥିତ ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସହ ଏହି ଗୌରବମୟ ଦିବସ ପାଳନ କରିଛନ୍ତି। ଏହାସହ ବାବା ସାହେବ ଡ. ଭୀମରାଓ ଆମ୍ବେଦକରଙ୍କ ଅବଦାନକୁ ନମନ କରି ସମ୍ବିଧାନର ଆ
uyguyhbjh


ଭୁବନେଶ୍ୱର, ୨୫ ନଭେମ୍ବର (ହି.ସ.) - ସମ୍ବିଧାନ ଦିବସ ଅବସରରେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ବୁଧବାର ରାଉରକେଲା ସ୍ଥିତ ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସହ ଏହି ଗୌରବମୟ ଦିବସ ପାଳନ କରିଛନ୍ତି।

ଏହାସହ ବାବା ସାହେବ ଡ. ଭୀମରାଓ ଆମ୍ବେଦକରଙ୍କ ଅବଦାନକୁ ନମନ କରି ସମ୍ବିଧାନର ଆଦର୍ଶ ରକ୍ଷା ଓ ସଶକ୍ତ ଭାରତ ଗଠନର ସଂକଳ୍ପ ନେଇଛନ୍ତି କେନ୍ଦ୍ରମନ୍ତ୍ରୀ ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande