ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବନିମ୍ନ ତାପମାତ୍ରା (ରାତ୍ରୀ ତାପମାତ୍ରା) ୨ରୁ ୪ ଡ଼ିଗ୍ରୀ ହ୍ରାସ ପାଇବାର ସମ୍ଭାବନା
ଭୁବନେଶ୍ଵର, ୨୬ ନଭେମ୍ବର (ହି.ସ.)- ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବନିମ୍ନ ତାପମାତ୍ରା (ରାତ୍ରୀ ତାପମାତ୍ରା) ୨ରୁ ୪ ଡ଼ିଗ୍ରୀ ହ୍ରାସ ପାଇବାର ସମ୍ଭାବନା ରହିଛି । ଏବଂ ଏହାପରେ ମଧ୍ୟ ସର୍ବନିମ୍ନ ତାପମାତ୍ରା (ରାତ୍ରୀ ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଭୁବ
ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବନିମ୍ନ ତାପମାତ୍ରା (ରାତ୍ରୀ ତାପମାତ୍ରା) ୨ରୁ ୪ ଡ଼ିଗ୍ରୀ ହ୍ରାସ ପାଇବାର ସମ୍ଭାବନା


ଭୁବନେଶ୍ଵର, ୨୬ ନଭେମ୍ବର (ହି.ସ.)- ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବନିମ୍ନ ତାପମାତ୍ରା (ରାତ୍ରୀ ତାପମାତ୍ରା) ୨ରୁ ୪ ଡ଼ିଗ୍ରୀ ହ୍ରାସ ପାଇବାର ସମ୍ଭାବନା ରହିଛି । ଏବଂ ଏହାପରେ ମଧ୍ୟ ସର୍ବନିମ୍ନ ତାପମାତ୍ରା (ରାତ୍ରୀ ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande