ଆଗାମୀ ୨୪ ଘଂଟା ମଧ୍ୟରେ ୯ ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା
ଭୁବନେଶ୍ଵର, ୨୬ ନଭେମ୍ବର (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ବିଶେଷ କରି ଭୋର୍ କିମ୍ବା ସକାଳ ସମୟରେ କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ଅନୁଗୁଳ, ସୋନପୁର, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ କୋରାପୁଟ ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଭୁ
ଆଗାମୀ ୨୪ ଘଂଟା ମଧ୍ୟରେ ୯ ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା


ଭୁବନେଶ୍ଵର, ୨୬ ନଭେମ୍ବର (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ବିଶେଷ କରି ଭୋର୍ କିମ୍ବା ସକାଳ ସମୟରେ କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ଅନୁଗୁଳ, ସୋନପୁର, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ କୋରାପୁଟ ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande