ପ୍ରକୃତି ଓ ପରିବେଶର ସୁରକ୍ଷା ଆମ ସମସ୍ତଙ୍କର ସାମୂହିକ ଦାୟିତ୍ୱ - ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 26 ନଭେମ୍ବର (ହି.ସ.)- ବିଶ୍ୱ ପରିବେଶ ସୁରକ୍ଷା ଦିବସରେ ପ୍ରକୃତି ଓ ପରିବେଶର ସୁରକ୍ଷା ଆମ ସମସ୍ତଙ୍କର ସାମୂହିକ ଦାୟିତ୍ୱ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶ୍ୱ ପରିବେଶ ସୁରକ୍ଷା ଦିବସ ଅବସରରେ
ପରିବେଶର         ସୁରକ୍ଷା


ଭୁବନେଶ୍ୱର, 26 ନଭେମ୍ବର (ହି.ସ.)- ବିଶ୍ୱ ପରିବେଶ

ସୁରକ୍ଷା ଦିବସରେ ପ୍ରକୃତି ଓ ପରିବେଶର ସୁରକ୍ଷା ଆମ ସମସ୍ତଙ୍କର ସାମୂହିକ ଦାୟିତ୍ୱ ବୋଲି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶ୍ୱ ପରିବେଶ ସୁରକ୍ଷା ଦିବସ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ

ଶୁଭେଚ୍ଛା । ବନଦେବୀଙ୍କ ଆଶୀର୍ବାଦରେ ପରିପୂର୍ଣ୍ଣ ଓଡ଼ିଶାର ପ୍ରକୃତି ଓ ପରିବେଶର ସୁରକ୍ଷା ଆମ

ସମସ୍ତଙ୍କର ସାମୂହିକ ଦାୟିତ୍ୱ । ଆସନ୍ତୁ, ଅଧିକରୁ ଅଧିକ ବୃକ୍ଷରୋପଣ କରିବା, ପ୍ରାକୃତିକ ସମ୍ପଦର ସଂରକ୍ଷଣ କରିବା ଏବଂ ଏକ ସୁସ୍ଥ, ନିର୍ମଳ ଓ ସମୃଦ୍ଧ ଓଡ଼ିଶା ଗଠନ ଦିଗରେ ସଂକଳ୍ପବଦ୍ଧ ହେବା ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande