
ଭୁବନେଶ୍ୱର, 26 ନଭେମ୍ବର (ହି.ସ.)- ରବି ରାୟଙ୍କ
ଜୟନ୍ତୀରେ ତାଙ୍କୁ ପ୍ରଣାମ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଲୋକସଭାର ପୂର୍ବତନ ବାଚସ୍ପତି ତଥା ବିଶିଷ୍ଟ ଜନନେତା ରବି
ରାୟଙ୍କ ଜୟନ୍ତୀରେ ଭକ୍ତିପୂତ ପ୍ରଣାମ । ତାଙ୍କର ସରଳ ଜୀବନଯାପନ ଏବଂ ନୀତିନିଷ୍ଠ ରାଜନୀତି ଆମ
ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା