
ଭୁବନେଶ୍ୱର, 26 ନଭେମ୍ବର (ହି.ସ.)- ବିରେନ
ମିତ୍ରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମାଝୀ ଏକ ବାର୍ତ୍ତା ଜାରି କରି କହିଛନ୍ତି ଯେ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଶିଷ୍ଟ
ଜନନେତା ବିରେନ ମିତ୍ରଙ୍କ ଜୟନ୍ତୀ ଅବସରରେ ଆଜି ଭୁବନେଶ୍ୱରର ଜୟଦେବ ବିହାରସ୍ଥିତ ତାଙ୍କ
ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା