୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣରେ ସହିଦଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ରାଜ୍ୟପାଳ
ଭୁବନେଶ୍ୱର, 26 ନଭେମ୍ବର (ହି.ସ.)- ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣରେ ସହିଦଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ରାଜ୍ୟପାଳ ଶ୍ରୀ ବ୍ରଜମୋହନ ରାମ । ଏନେଇ ସୋସିଆଲ ମିଡିଆ ଏକ୍ସ ରାଜ୍ୟପାଳ କହିଛନ୍ତି ଯେ, ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥ
ମୁମ୍ବାଇ ଆତଙ୍କବାଦୀ


ଭୁବନେଶ୍ୱର, 26 ନଭେମ୍ବର (ହି.ସ.)- ୨୬/୧୧ ମୁମ୍ବାଇ

ଆତଙ୍କବାଦୀ ଆକ୍ରମଣରେ ସହିଦଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ରାଜ୍ୟପାଳ ଶ୍ରୀ ବ୍ରଜମୋହନ

ରାମ । ଏନେଇ ସୋସିଆଲ ମିଡିଆ ଏକ୍ସ ରାଜ୍ୟପାଳ କହିଛନ୍ତି ଯେ, ୨୬/୧୧ ମୁମ୍ବାଇ ଆତଙ୍କବାଦୀ

ଆକ୍ରମଣରେ ପ୍ରାଣ ହରାଇଥିବା ବୀର ଯବାନ ଏବଂ ନିରୀହ ନାଗରିକମାନଙ୍କୁ ହୃଦୟରୁ ଶ୍ରଦ୍ଧାଞ୍ଜଳି।

ସେମାନଙ୍କର ସାହସ ଓ ବଳିଦାନ ସର୍ବଦା ସ୍ମରଣୀୟ ହୋଇ ରହିବ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande