
ଭୁବନେଶ୍ୱର, 26 ନଭେମ୍ବର (ହି.ସ.)- ରବି ରାୟ ଓ ବୀରେନ
ମିତ୍ରଙ୍କ ସ୍ମୃତିଚାରଣ କରିଛନ୍ତି ରାଜ୍ୟପାଳ ଶ୍ରୀ ବ୍ରଜମୋହନ ରାମ । ଏନେଇ ସୋସିଆଲ ମିଡିଆ
ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ସମାଜବାଦୀ ନେତା ତଥା ଲୋକସଭାର ପ୍ରଥମ ଓଡ଼ିଆ ବାଚସ୍ପତି ରବି ରାୟଙ୍କ
ଜୟନ୍ତୀ ଅବସରରେ ଭକ୍ତିପୂତ ପ୍ରଣାମ।
ରାଜ୍ୟପାଳ କହିଛନ୍ତି ଯେ, ଓଡ଼ିଶାର
ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜନଗଣର ନେତା ବୀରେନ ମିତ୍ରଙ୍କ ଜୟନ୍ତୀ ଅବସରରେ ଭକ୍ତିପୂତ
ଶ୍ରଦ୍ଧାଞ୍ଜଳି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା