ପବିତ୍ର ମାଣବସା ଗୁରୁବାରର ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ
ଭୁବନେଶ୍ୱର, 26 ନଭେମ୍ବର (ହି.ସ.)- ପବିତ୍ର ମାଣବସା ଗୁରୁବାରର ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ ଶ୍ରୀ ବ୍ରଜମୋହନ ରାମ । ଏନେଇ ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ପବିତ୍ର ମାଣବସା ଗୁରୁବାରର ଅନେକ ଅନେକ ଶୁଭେଚ୍ଛା ଓ ଶୁଭକାମନା। ମା'' ଲକ୍ଷ୍ମୀ
ମାଣବସା


ଭୁବନେଶ୍ୱର, 26 ନଭେମ୍ବର (ହି.ସ.)- ପବିତ୍ର ମାଣବସା

ଗୁରୁବାରର ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ ଶ୍ରୀ ବ୍ରଜମୋହନ ରାମ । ଏନେଇ ସୋସିଆଲ ମିଡିଆ

ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ପବିତ୍ର ମାଣବସା ଗୁରୁବାରର ଅନେକ ଅନେକ ଶୁଭେଚ୍ଛା ଓ

ଶୁଭକାମନା। ମା' ଲକ୍ଷ୍ମୀ

ସମସ୍ତଙ୍କର ମଙ୍ଗଳ କରନ୍ତୁ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande