ମଣିପୁର ରାଜ୍ୟପାଳଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ
ଭୁବନେଶ୍ୱର, 26 ନଭେମ୍ବର (ହି.ସ.)- ମଣିପୁର ରାଜ୍ୟପାଳଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ ଶ୍ରୀ ବ୍ରଜେମାହନ ରାମ । ଏନେଇ ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ମଣିପୁରର ରାଜ୍ୟପାଳ ଶ୍ରୀ ଅଜୟ କୁମାର ଭଲ୍ଲା ଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ
ମଣିପୁର ରାଜ୍ୟପାଳଙ୍କୁ     ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ


ଭୁବନେଶ୍ୱର, 26 ନଭେମ୍ବର (ହି.ସ.)- ମଣିପୁର

ରାଜ୍ୟପାଳଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ ଶ୍ରୀ ବ୍ରଜେମାହନ ରାମ । ଏନେଇ

ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ମଣିପୁରର ରାଜ୍ୟପାଳ ଶ୍ରୀ ଅଜୟ କୁମାର

ଭଲ୍ଲା ଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ

ଦିବ୍ୟ କୃପାରୁ ସେ ସୁସ୍ଥ, ସୁଖୀ ଓ

ଦୀର୍ଘାୟୁ ହୁଅନ୍ତୁ ଏବଂ ତାଙ୍କର ସମସ୍ତ ପ୍ରୟାସରେ ମହାପ୍ରଭୁ ତାଙ୍କୁ ମାର୍ଗଦର୍ଶନ କରନ୍ତୁ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande