
ଭୁବନେଶ୍ୱର, 26 ନଭେମ୍ବର (ହି.ସ.)- ପୂର୍ବତନ
ମୁଖ୍ୟମନ୍ତ୍ରୀ ବିରେନ ମିତ୍ରଙ୍କ ଜୟନ୍ତୀରେ ତାଙ୍କ ସ୍ମୃତିଚାରଣ କରିଛନ୍ତି ମୁଖ୍ୟମନ୍ତ୍ରୀ
ମୋହନ ଚରଣ ମାଝୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ପୂର୍ବତନ
ମୁଖ୍ୟମନ୍ତ୍ରୀ ବିରେନ ମିତ୍ରଙ୍କ ଜୟନ୍ତୀରେ ଭକ୍ତିପୂତ ପ୍ରଣାମ । ରାଜ୍ୟର ପ୍ରଗତି ଏବଂ ଜନସେବା
ପ୍ରତି ତାଙ୍କର ସମର୍ପିତ ଜୀବନ ଆମ ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା