
ଭୁବନେଶ୍ଵର, ୨୭ ନଭେମ୍ବର (ହି.ସ.)- ଶୁକ୍ରବାର ଭୋର୍ ତଥା ସକାଳ ସମୟରେ ରାଜ୍ୟର ଦୁଇଟି ସ୍ଥାନରେ ରାଉରକେଲା ଓ କୋରାପୁଟରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦ ରୁ ୨୦୦ ମିଟର ମଧ୍ୟରେ ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ