ଆଗାମୀ ୨୪ ଘଂଟା ମଧ୍ୟରେ ୧୦ ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା
ଭୁବନେଶ୍ୱର, ୨୭ ନଭେମ୍ବର (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ବିଶେଷ କରି ଭୋର୍ କିମ୍ବା ସକାଳ ସମୟରେ ରାଜ୍ୟର ୧୦ ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କୋରାପୁଟ, କନ୍ଧମାଳ, କଳାହା
ଆଗାମୀ ୨୪ ଘଂଟା ମଧ୍ୟରେ ୧୦ ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା


ଭୁବନେଶ୍ୱର, ୨୭ ନଭେମ୍ବର (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ବିଶେଷ କରି ଭୋର୍ କିମ୍ବା ସକାଳ ସମୟରେ ରାଜ୍ୟର ୧୦ ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କୋରାପୁଟ, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ଅନୁଗୁଳ, ସୋନପୁର ଏବଂ ଢ଼େଙ୍କାନାଳ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande