ପ୍ରହ୍ଲାଦ ଯୋଶୀ ଜୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ ଅନ୍ୟମାନେ
ଭୁବନେଶ୍ୱର, 27 ନଭେମ୍ବର (ହି.ସ.)- କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଜୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ ଅନ୍ୟମାନେ । ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ ଶ୍ରୀ ବ୍ରଜମୋହନ ରାମ କହିଛନ୍ତି ଯେ, କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀ ଜୀଙ୍କୁ
ପ୍ରହ୍ଲାଦ ଯୋଶୀ ଜୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ,     ମୁଖ୍ୟମନ୍ତ୍ରୀ ଓ ଅନ୍ୟମାନେ


ଭୁବନେଶ୍ୱର, 27 ନଭେମ୍ବର (ହି.ସ.)- କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଜୀଙ୍କୁ ଜନ୍ମଦିନର ଶୁଭେଚ୍ଛା

ଜଣାଇଲେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ ଅନ୍ୟମାନେ । ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ ଶ୍ରୀ

ବ୍ରଜମୋହନ ରାମ କହିଛନ୍ତି ଯେ, କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀ ଜୀଙ୍କୁ ଜନ୍ମଦିନର

ହାର୍ଦ୍ଦିକ ଶୁଭେଚ୍ଛା। ମହାପ୍ରଭୁ ଶ୍ରୀଜଗନ୍ନାଥ ତାଙ୍କୁ ଉତ୍ତମ ସ୍ୱାସ୍ଥ୍ୟ, ସୁଖ ଓ ଆନନ୍ଦମୟ

ତଥା ଦୀର୍ଘ, ସାର୍ଥକ ଜୀବନ

ପ୍ରଦାନ କରନ୍ତୁ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା

ଜାରି କରି କହିଛନ୍ତି ଯେ, କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀ ଜୀଙ୍କୁ ଜନ୍ମଦିନର

ହାର୍ଦ୍ଦିକ ଶୁଭେଚ୍ଛା। ମହାପ୍ରଭୁ ଶ୍ରୀଜଗନ୍ନାଥ ଆପଣଙ୍କୁ ଉତ୍ତମ ସ୍ୱାସ୍ଥ୍ୟ, ସୁଖ, ସମୃଦ୍ଧି ଓ

ଦୀର୍ଘାୟୁ ପ୍ରଦାନ କରନ୍ତୁ। ଦେଶର ସେବାରେ ଆପଣଙ୍କ ଜୀବନ ସମର୍ପିତ ହୋଇ ରହୁ, ଏହା ହିଁ

ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା।

ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, କେନ୍ଦ୍ରମନ୍ତ୍ରୀ

ଶ୍ରୀ ପ୍ରହ୍ଲାଦ ଯୋଶୀ ଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା। ଆପଣଙ୍କୁ ଉତ୍ତମ ସ୍ୱାସ୍ଥ୍ୟ, ସୁଖ ଓ ଆନନ୍ଦ ସହ

ଦେଶ ସେବାରେ ନିରନ୍ତର ସମର୍ପିତ ରହିବା ପାଇଁ ଅସୀମ ଶକ୍ତି ଓ ସାମର୍ଥ୍ୟ ମିଳୁ, ଏହା କାମନା କରୁଛି।

ଭାରତର ପ୍ରଗତି ପାଇଁ ଆପଣଙ୍କ ଦୂରଦର୍ଶୀ ନେତୃତ୍ୱ ଓ ଅବିଚଳ ପ୍ରତିବଦ୍ଧତା ନିଶ୍ଚିତ ଭାବେ

ପ୍ରଶଂସନୀୟ। ଆପଣଙ୍କ ଜନ୍ମଦିନ ଆନନ୍ଦମୟ ହେବା ସହ ଆଗାମୀ ବର୍ଷଟି ସଫଳତା, ସମୃଦ୍ଧି ଓ ଜନସେବା

କ୍ଷେତ୍ରରେ ଅନେକ ନୂତନ ଉପଲବ୍ଧିରେ ପରିପୂର୍ଣ୍ଣ ହେଉ, ଏହା ହିଁ ଶୁଭକାମନା।

ସାଂସଦ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, କେନ୍ଦ୍ରମନ୍ତ୍ରୀ

ଶ୍ରୀ ପ୍ରହ୍ଲାଦ ଯୋଶୀ ଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା। ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ ଓ

ସୁଖମୟ ଜୀବନ କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande