
ଭୁବନେଶ୍ୱର,୨୮ ନଭେମ୍ବର (ହି.ସ.) - ରଘୁନାଥପାଲିର ବିଧାୟକ ଶ୍ରୀ ଦୁର୍ଗା ଚରଣ ତନ୍ତୀ ଶନିବାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।
ଏହି ସାକ୍ଷାତ ସମୟରେ ସେ ରଘୁନାଥପାଲି ନିର୍ବାଚନ ମଣ୍ଡଳୀ ତଥା ଇସ୍ପାତ ନଗରୀ ରାଉରକେଲାର ବିଭିନ୍ନ ବିକାଶମୂଳକ କାର୍ଯ୍ୟ ଏବଂ ଭିତିଭୂମିର ଉନ୍ନତିକରଣ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସହ ସବିଶେଷ ଆଲୋଚନା କରିଥିଲେ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା