
ଭୁବନେଶ୍ୱର, ୨୮ ନଭେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଉରକେଲାରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦ ରୁ ୨୦୦ ମିଟର ମଧ୍ୟରେ ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ