ଆଗାମୀ ୭ ଦିନ ରାଜ୍ୟର ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ
ଭୁବନେଶ୍ୱର, ୨୮ ନଭେମ୍ବର (ହି.ସ.)- ଆଗାମୀ ୭ ଦିନ ଅର୍ଥାତ୍ ନଭେମ୍ବର ୨୮ ତାରିଖ ସକାଳ ଠାରୁ ଆସନ୍ତା ଡିସେମ୍ବର ୫ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ର
ଆଗାମୀ ୭ ଦିନ ରାଜ୍ୟର ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ


ଭୁବନେଶ୍ୱର, ୨୮ ନଭେମ୍ବର (ହି.ସ.)- ଆଗାମୀ ୭ ଦିନ ଅର୍ଥାତ୍ ନଭେମ୍ବର ୨୮ ତାରିଖ ସକାଳ ଠାରୁ ଆସନ୍ତା ଡିସେମ୍ବର ୫ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande