ଭୀଷଣ ବର୍ଷା ସମ୍ଭାବନା ନେଇ କୋରାପୁଟ, ମାଲକାନଗିରି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୩ ନଭେମ୍ବର (ହି.ସ.)- ଭୀଷଣ ବର୍ଷା ସମ୍ଭାବନା ନେଇ ୩ ତାରିଖ ଅର୍ଥାତ୍ ଆଜି ପାଇଁ ୨ ଜିଲ୍ଲା (କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ଦୁଇ ଜିଲ୍ଲାରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍
ଭୀଷଣ ବର୍ଷା ସମ୍ଭାବନା ନେଇ କୋରାପୁଟ, ମାଲକାନଗିରି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୩ ନଭେମ୍ବର (ହି.ସ.)- ଭୀଷଣ ବର୍ଷା ସମ୍ଭାବନା ନେଇ ୩ ତାରିଖ ଅର୍ଥାତ୍ ଆଜି ପାଇଁ ୨ ଜିଲ୍ଲା (କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ଦୁଇ ଜିଲ୍ଲାରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande