ଆଗାମୀ ୪ ଦିନ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା : ପରବର୍ତୀ ୩ ଦିନ ପାଗ ମୁଖ୍ୟତଃ ଶୁଖିଲା ରହିବ
ଭୁବନେଶ୍ୱର, ୩ ନଭେମ୍ବର (ହି.ସ.)- ଆଗାମୀ ୪ ଦିନ ଅର୍ଥାତ୍ ୩ ତାରିଖ ସକାଳ ଠାରୁ ୭ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ପରବର୍ତୀ ୩ ଦିନ ଅର୍ଥାତ୍ ୭ ତାରିଖ ସକାଳ ଠାରୁ ୧୦ ତାରିଖ ସକାଳ ପର୍ଯ୍ୟନ୍ତ ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖ
୩ ତାରିଖ ସକାଳ ଠାରୁ ୪ ତାରିଖ ସକାଳ ସୁଦ୍ଧା


ଭୁବନେଶ୍ୱର, ୩ ନଭେମ୍ବର (ହି.ସ.)- ଆଗାମୀ ୪ ଦିନ ଅର୍ଥାତ୍ ୩ ତାରିଖ ସକାଳ ଠାରୁ ୭ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ପରବର୍ତୀ ୩ ଦିନ ଅର୍ଥାତ୍ ୭ ତାରିଖ ସକାଳ ଠାରୁ ୧୦ ତାରିଖ ସକାଳ ପର୍ଯ୍ୟନ୍ତ ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande