ଢ଼େଙ୍କାନାଳ ଜିଲ୍ଲାରେ ମଧ୍ୟମ ଧରଣର କୁହୁଡ଼ି ଦୃଶ୍ୟମାନ
ଭୁବନେଶ୍ୱର, ୩ ନଭେମ୍ବର (ହି.ସ.)- ମଙ୍ଗଳବାର ଭୋର୍ ସମୟରେ ଢ଼େଙ୍କାନାଳ ଜିଲ୍ଲାରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୨୦୦ ମିଟରରୁ ୫୦୦ ମିଟର ମଧ୍ୟରେ ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂ
ଢ଼େଙ୍କାନାଳ ଜିଲ୍ଲାରେ ମଧ୍ୟମ ଧରଣର କୁହୁଡ଼ି ଦୃଶ୍ୟମାନ


ଭୁବନେଶ୍ୱର, ୩ ନଭେମ୍ବର (ହି.ସ.)- ମଙ୍ଗଳବାର ଭୋର୍ ସମୟରେ ଢ଼େଙ୍କାନାଳ ଜିଲ୍ଲାରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୨୦୦ ମିଟରରୁ ୫୦୦ ମିଟର ମଧ୍ୟରେ ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande