
ଭୁବନେଶ୍ୱର, 03 ନଭେମ୍ବର (ହି.ସ.)-
ସମାଜସେବୀ ଅନ୍ନପୂର୍ଣ୍ଣା ମହାରଣାଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ
ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ବିଶିଷ୍ଟ
ସ୍ୱାଧୀନତା ସଂଗ୍ରାମୀ ତଥା ସମାଜସେବୀ ଅନ୍ନପୂର୍ଣ୍ଣା ମହାରଣାଙ୍କ ଜୟନ୍ତୀରେ ଭକ୍ତିପୂତ ପ୍ରଣାମ
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା