ସ୍ଵାଧୀନତା ସଂଗ୍ରାମୀ ଅନ୍ନପୂର୍ଣ୍ଣା ମହାରଣାଙ୍କ ଜୟନ୍ତୀରେ ତାଙ୍କୁ ପ୍ରଣାମ କଲେ କେଭି ସିଂହଦେଓ
ଭୁବନେଶ୍ୱର, 03 ନଭେମ୍ବର (ହି.ସ.)- ସ୍ଵାଧୀନତା ସଂଗ୍ରାମୀ ଅନ୍ନପୂର୍ଣ୍ଣା ମହାରଣାଙ୍କ ଜୟନ୍ତୀରେ ତାଙ୍କୁ ପ୍ରଣାମ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ ଅନ
ସ୍ଵାଧୀନତା ସଂଗ୍ରାମୀ ଅନ୍ନପୂର୍ଣ୍ଣା     ମହାରଣାଙ୍କ ଜୟନ୍ତୀରେ ତାଙ୍କୁ ପ୍ରଣାମ କଲେ କେଭି ସିଂହଦେଓ


ଭୁବନେଶ୍ୱର, 03 ନଭେମ୍ବର (ହି.ସ.)- ସ୍ଵାଧୀନତା

ସଂଗ୍ରାମୀ ଅନ୍ନପୂର୍ଣ୍ଣା ମହାରଣାଙ୍କ ଜୟନ୍ତୀରେ ତାଙ୍କୁ ପ୍ରଣାମ କରିଛନ୍ତି ଉପମୁଖ୍ୟମନ୍ତ୍ରୀ

କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ଓଡ଼ିଆ

ସ୍ଵାଧୀନତା ସଂଗ୍ରାମୀ ଅନ୍ନପୂର୍ଣ୍ଣା ମହାରଣାଙ୍କ ଜନ୍ମ ଜୟନ୍ତୀ ଅବସରରେ ତାଙ୍କ ଅମର ଆତ୍ମା

ନିକଟରେ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଅଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande